Libros importados con hasta 50% OFF + Envío Gratis a todo USA  Ver más

menu

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Dhusara Saisaba (in Oriya)
Type
Physical Book
Translated by
Language
Oriya
Pages
224
Format
Paperback
Dimensions
21.6 x 14.0 x 1.3 cm
Weight
0.29 kg.
ISBN13
9781645603672

Dhusara Saisaba (in Oriya)

Govind Mishra (Author) · Niharika Mallick (Translated by) · Black Eagle Books · Paperback

Dhusara Saisaba (in Oriya) - Mishra, Govind ; Mallick, Niharika

Physical Book

$ 13.47

$ 16.00

You save: $ 2.53

16% discount
  • Condition: New
It will be shipped from our warehouse between Monday, July 01 and Tuesday, July 02.
You will receive it anywhere in United States between 1 and 3 business days after shipment.

Synopsis "Dhusara Saisaba (in Oriya)"

ଗୋବିନ୍ଦ ମିଶ୍ର କେବଳ ଆଧୁନିକ ହିନ୍ଦୀ ସାହିତ୍ୟର ନୁହନ୍ତି, ସମସାମୟିକ ଭାରତୀୟ ସାହିତ୍ୟର ଏକ ମୁର୍ଦ୍ଧନ୍ୟ ଓ ବଳିଷ୍ଠ ସ୍ୱର । ଦୀର୍ଘ ଛଅ ଦଶନ୍ଧିରୁ ଅଧିକ କାଳ ଧରି ସେ ସାହିତ୍ୟ ସାଧନାରେ ନିମଗ୍ନ । ଉଚ୍ଚ ପ୍ରଶାସନିକ ପଦପଦବୀରେ ରହିସୁଦ୍ଧା ଚିନ୍ତା ଓ ଚେତନାରେ ସେ ସଦାବେଳେ ମାଟିମନସ୍କ ଓ ସାମାଜିକ ସତ୍ୟାନୁସନ୍ଧାନୀ । ତାହା ତାଙ୍କର ଗଳ୍ପ ଓ ଉପନ୍ୟାସ ଉଭୟରେ ବାରମ୍ବାର ପାଠକମାନେ ଦେଖିବାକୁ ପାଇଥାନ୍ତି ।୧୯୬୦ ଦଶକ ବେଳକୁ ହିନ୍ଦୀ ସାହିତ୍ୟରେ ଯେଉଁ ନୂଆ ପରୀକ୍ଷାନିରୀକ୍ଷା ଆରମ୍ଭ ହୋଇଥିଲା, ସେଥିରେ ପରମ୍ପରାବାଦୀଙ୍କ ବିରୁଦ୍ଧରେ 'ନୟୀ କହାନୀ' ଆନ୍ଦୋଳନର ପ୍ରବକ୍ତାମାନେ ଦୃଢ଼ ସ୍ୱର ଉତ୍ତୋଳନ କରିଥିଲେ । ଆଲୋଚିତ ଉପନ୍ୟାସ 'ଧୂଲ୍ ପୌଧୋଁ ପର' ସମ୍ପୂର୍ଣ୍ଣ ରୂପେ ଏକ ପରୀକ୍ଷାନିରୀକ୍ଷାଧର୍ମୀ ସାମାଜିକ- ମନସ୍ତାତ୍ତ୍ୱିକ ଉପନ୍ୟାସ ଯେଉଁଥିରେ ଜଣେ ନାରୀର ଏକକ ସଂଗ୍ରାମକୁ ଅତି ନିଖୁଣ ଭାବେ ଚିତ୍ରିତ କରାଯାଇଛି । ନିଜ ସହ ଜଣେ ସଂଘର୍ଷ କରୁଥିବା ନାରୀ ନିଜ ପରିବାର ଓ ସମାଜ ସହ ଯେତେବେଳେ ସାମ୍]ନା କରେ, ସେ ସଂଘର୍ଷ କରେ, ତା'ସହିତ କେହି ସହଯୋଦ୍ଧା ନଥାନ୍ତି । ଏପରିକି ସମୟ ମଧ୍ୟ ହାତ ଛାଡ଼ିଦିଏ । ସ୍ଥାନ, କାଳ ଓ ପାତ୍ର ଏକ ଚକ୍ରବ୍ୟୂହ ରଚନା କରନ୍ତି ଓ ନିଷ୍ପାପ ଅଭିମନ୍ୟୁଟି ଯୁଦ୍ଧ କରିଚାଲେ । କିନ୍ତୁ ଏ ଯୁଦ୍ଧରେ ଅଭିମନ୍ୟୁ ସପ୍ତରଥୀଙ୍କ ଦ୍ୱାରା ନିପାତ ହୁଏନାହିଁ । ବରଂ ସେ ସମୟ ଓ ସମାଜ ନିକଟରେ ନିଜର ଯଥାର୍ଥ

Customers reviews

More customer reviews
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews